ଚନ୍ଦ୍ରକୁ ଗଲା ଚନ୍ଦ୍ରାୟନ-୩

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ); ଇତିହାସ ରହଚିଲା ଇସ୍ରୋ । ଚନ୍ଦ୍ରକୁ ଗଲା ଚନ୍ଦ୍ରାୟନ-୩ । ଦିନ ୨.୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭକଲା ଚନ୍ଦ୍ରାୟନ-୩ । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ଦ୍ୱିତୀୟ ଲଞ୍ଚପ୍ୟାଡରୁ ହେଲା ଉତକ୍ଷେପଣ ।

ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କ ଅକ୍ଳାନ୍ତ ପରିଶ୍ରମର ସଫଳତା ପାଇଁ ଉତ୍କଣ୍ଠା ବଢିଛି । ଶ୍ରୀହରିକୋଟାରେ ଉପସ୍ଥିତ ଅଛନ୍ତି । ଦେଶର ଉଚ୍ଚକୋଟିର ବୈଜ୍ଞାନିକଙ୍କ ସହ ବିଭିନ୍ନ ଦଳର ରାଜନେତା । ଅଗଷ୍ଟ୨୩ରେ ଚନ୍ଦ୍ରର ଦକ୍ଷିଣମେରୁରେ ଅବତରଣ କରିବ ଚନ୍ଦ୍ରାୟନ-୩ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!