Masthead

ଚନ୍ଦ୍ରର ଆହୁରି ନିକଟତର ହେଲା ଚନ୍ଦ୍ରୟାନ, ଆଉ ୪ଦିନରେ ପହଞ୍ଚିବ ଚନ୍ଦ୍ରପୃଷ୍ଠରେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅନ୍ତିମ ପର୍ଯ୍ୟାୟରେ ଭାରତର ଚନ୍ଦ୍ର ଅଭିଯାନ । ସଫଳତାର ସହ ଲ୍ୟାଣ୍ଡର ବିକ୍ରମ ପ୍ରଥମ ପାଦ ଅତିକ୍ରମ କରିଛି । ଚନ୍ଦ୍ର ଆଡକୁ ପାଖେଇଲା ଲ୍ୟାଣ୍ଡର ବିକ୍ରମ । ଲ୍ୟାଣ୍ଡର ବିକ୍ରମର ଏଲପିଡିସି କ୍ୟାମେରା ଚନ୍ଦ୍ରର ଫଟୋଚିତ୍ର ପଠାଇଛି । ଏନେଇ ଇସ୍ରୋ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଚନ୍ଦ୍ରଯାନ-୩ ମିଶନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଂଶ ହେଉଛି ବିକ୍ରମ ଲ୍ୟାଣ୍ଡର ।

ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ଅବତରଣ ପାଇଁ ଏଥିରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଅଗଷ୍ଟ୨୩ ତାରିଖ ଅପରାହ୍ନରେ ଚନଦ୍ରପୃଷ୍ଠରେ ଅବତରଣ କରିବା ନେଇ ସମୟ ଧାର୍ଯ୍ୟ କରାଯାଇଛି । ଲ୍ୟାଣ୍ଡର ଅବତରଣ କରିବା ପରେ ସେଥିରୁ ପ୍ରଜ୍ଞାନ ରୋଭର ବାହାରି ଯାଇ ଚନ୍ଦ୍ରପୃଷ୍ଠରେ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରି ସୂଚନା ପଠାଇବ । ଏହା ୧୪ ଦିନ ପର୍ଯ୍ୟନ୍ତ କାମ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି