Masthead

ଚନ୍ଦ୍ରର ନିକଟବର୍ତ୍ତୀ ହେଲା ଚନ୍ଦ୍ରଯାନ ୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୁଲାଇ ୧୪ରେ ଲଞ୍ଚ ହୋଇଥିବା ଚନ୍ଦ୍ରଯାନ ୩ ଆଜି ମହାକାଶରେ ୪ର୍ଥ କକ୍ଷପଥ ସଫଳତାର ସହିତ ଭେଦ କରିଛି । ଏହାଦ୍ୱାରା ଚନ୍ଦ୍ରଯାନ ୩ ଚନ୍ଦ୍ରର ଆହୁରୀ ନିକଟତର ହେବାରେ ଲାଗିଛି । ମଙ୍ଗଳବାର ଦିନ ୩ୟ କକ୍ଷପଥ ଭେଦ କରିଥିଲା ଚନ୍ଦ୍ରଯାନ । ଭାରତୀୟ ମହାକାଶ ଗବେଷକ ଇସ୍ରୋ ନିଶ୍ଚିନ୍ତ କରିଛି ଯେ ଚନ୍ଦ୍ରଯାନ ୩ ସଫଳତାର ସହିତ ୩ୟ କକ୍ଷପଥ ଅତିକ୍ରମ କରିଛି । ସୋମବାର ଦିନ ଦ୍ୱିତୀୟ କକ୍ଷପଥ ଭେଦ କରିଥିଲା ଚନ୍ଦ୍ରଯାନ ୩ ।ଆସନ୍ତା ୨୫ରେ ପରବର୍ତ୍ତୀ କକ୍ଷପଥରେ ପ୍ରବେଶ କରିବ ଚନ୍ଦ୍ରଯାନ ୩ । ଶ୍ରୀହରିକୋଟସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଜୁଲାଇ ୧୪ରେ ଚନ୍ଦ୍ରଯାନ ୩ ଲଞ୍ଚ ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ