Masthead

ବାଙ୍କୀ ରାଜନୀତିରେ ପରିବର୍ତ୍ତନ ସମ୍ଭାବନା

ବାଙ୍କୀ(ବଡ଼ ଖବର ବ୍ୟୁରୋ): ବାଙ୍କୀ ରାଜନୀତିରେ ବଡ ପରିବର୍ତ୍ତନର ସମ୍ଭାବନା । ଡମପଡା ସରପଞ୍ଚ ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ଏଥିରେ ବାଜିମାତ କରିଛନ୍ତି କଂଗ୍ରେସ ସମର୍ଥିତ ପ୍ରାର୍ଥୀ କୁସୁମ କୁମାରୀ ଧଳ ।

ଯୁବ କଂଗ୍ରେସ ସଭାପତି ଡଃ ସ୍ମୃତି ରଞ୍ଜନ ଲେଙ୍କାଙ୍କ ସମର୍ଥିତ କୁସୁମ ଧଳ ରେକର୍ଡ ବିଜୟ ହାସଲ କରିଛନ୍ତି । ୯୬୩ ଖଣ୍ଡ ଭୋଟ ବ୍ୟବଧାନରେ ଜିତି ବିଜୁ ଜନତା ଦଳର ସମର୍ଥିତ ପ୍ରାର୍ଥୀ ମନ୍ମୟୀ ଦାସଙ୍କୁ ପରାଜିତ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ