Masthead

୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ହଟାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ୨ ଜିଲ୍ଲାପାଳ, ୫ ଏସପି, ଜଣେ ଆଇଜିଙ୍କୁ ନିର୍ବାଚନ ଦାୟିତ୍ବରୁ ତୁରନ୍ତ ହଟାଇବାକୁ ନିର୍ଦେଶ ଦେଲେ ନିର୍ବାଚନ କମିଶନ। ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜଙ୍କୁ ହଟାଇବାକୁ ନିର୍ଦ୍ଦେଶ । ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀଙ୍କୁ ହଟାଇବାକୁ  ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଅନୁଗୁଳ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର, ବ୍ରହ୍ମପୁରରୁ ଶରବଣା ବିବେକ ଏମ, ଖୋର୍ଦ୍ଧାରୁ ଯୁଗଳ କିଶୋର ବନୋଥ, ରାଉରକେଲାରୁ ମିତ୍ରଭାନୁ ମହାପାତ୍ର , ସୁନ୍ଦରଗଡ଼ରୁ କନୱର ବିଶାଲ ସିଂଙ୍କୁ ତୁରନ୍ତ ହଟାଇବାକୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରାଞ୍ଚଳ ଆଇଜିଙ୍କୁ ହଟାଇବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି