Masthead

ଆଇଏଏସ ସ୍ତରରେ ଅଦଳ ବଦଳ, ସଞ୍ଜୟ ସିଂ ବିଏମସି କମିଶନର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି । ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ନିଜ ବିଭାଗ ସହ ଦକ୍ଷତା ବିକାଶ ଓ ବୈଷୟିକ ଏଜୁକେଶନ ବିଭାଗର ପ୍ରମୁଖ ଶାସନ ସଚିବ ଦାୟିତ୍ୱ ତୁଲାଇବେ । ବିଷ୍ଣୁପଦ ସେଠୀ ନିଜ ଦାୟିତ୍ୱ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବାବେ ଦାୟିତ୍ୱ ତୁଲାଇବେ ।

ସୂଚନା ଓ ଲୋକ ସମ୍ପର୍କ ବିଭାଗର କମିଶନର ଥିବା ସଞ୍ଜୟ କୁମାର ସିଂଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ଏହାସହ ଭୁବନେଶ୍ୱର ଉନ୍ନୟନ କତୃପକ୍ଷର ଉପାଧ୍ୟକ୍ଷ ଭୁବନେଶ୍ୱର ସ୍ମାଟ ସିଟି ଲିମିଟେଡର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ପୂର୍ତ ସଚିବ ଡ.କ୍ରିଷନ କୁମାରଙ୍କୁ ନିଜ ଦାୟିତ୍ୱ ସହ ଶ୍ରୀ ମନ୍ଦିର ପରିଚାଳନର ମୁଖ୍ୟ ପ୍ରଶାସକ, ପୁରୀ, କୋଣାର୍କ ଉନ୍ନୟନ କତୃପକ୍ଷର ସିଏମଡି ଓ ଇଡକୋର ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ