Masthead

ଆଇପିଏସ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଇପିଏସ ସ୍ତରରେ ଅଦଳ ବଦଳ । ଜଗତସିଂହପୁର ଏସପି ପ୍ରକାଶ ଆରଙ୍କୁ ଭିଜିଲାନ୍ସକୁ ବଦଳି । ଅଖିଳେଶ୍ୱର ସିଂହ ଜଗତସିଂହପୁରର ନୂତନ ଏସପି ନିଯୁକ୍ତ । ପି ଏସ ପୁରୁଷୋତ୍ତମଦାସ ନବରଙ୍ଗପୁର ଏସପି ନିଯୁକ୍ତ । ରାହୁଲ ଜୈନ ବରଗଡ଼ ଏସପି ନିଯୁକ୍ତ । ପ୍ରତ୍ୟୁଷ ଦିବାକର ନୂଆପଡ଼ା ଏସପି ନିଯୁକ୍ତ । କେ ଆର . ଧ୍ୟାନଦେଓ ମୟୂରଭଞ୍ଜ ଏସପି ନିଯୁକ୍ତ । ପ୍ରହଲ୍ଲାଦ ମୀନା ମାଲକାନଗିରି ଏସପି ନିଯୁକ୍ତ । ଏସ. ଦେବଦତ୍ତ ସିଂ ପୋଲିସ ମୁଖ୍ୟାଳୟ ଆଇଜିପିରେ ନିଯୁକ୍ତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ