Masthead

ଶ୍ରୀଜିଉଙ୍କ ବନକଲାଗି ନୀତିକାନ୍ତିରେ ପରିବର୍ତ୍ତନ

ପୁରୀ(ବଡ଼ ଖବର ବ୍ୟୁରୋ):  ବଦଳିଲା ମହାପ୍ରଭୁଙ୍କ ବନକ ଲାଗି ନୀତି । ବୁଧବାର ନୁହେଁ ଗୁରୁବାର ହେବ ବନକ ଲାଗି ନୀତି । ଏନେଇ ଦତ୍ତମହାପାତ୍ର ନିଯୋଗ ସମ୍ପାଦକ ସୂଚନା ଦେଇଛନ୍ତି । ଏଥିନିମନ୍ତେ ଜିଲ୍ଲାପାପାଳ ପରିଚାଳନା କମିଟି ସଦସ୍ୟ, ଦତ୍ତମହାପାତ୍ର ନିଯୋଗ ଓ ଦଇତାପତି ନିଯୋଗ ସହ ଆଲୋଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ