Masthead

ଅଟଳ ଜୀଙ୍କ ନାମ ପରିବର୍ତ୍ତନ କରିବା ଅତ୍ୟନ୍ତ ଅପମାନଜନକ: ନିତ୍ୟାନନ୍ଦ ରାୟ

ବିହାର (ବଡ଼ ଖବର ବ୍ୟୁରୋ): ଅଟଳ ପାର୍କ ନାମ ପରିବର୍ତ୍ତନକୁ ନେଇ କେନ୍ଦ୍ର ଗୃହ ରାଜ୍ୟମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତେଜ ପ୍ରତାପ ଯାଦବ ଟାର୍ଗେଟ କରିଛନ୍ତି । ନିତ୍ୟାନନ୍ଦ ରାୟ କହିଛନ୍ତି ଯେ, ଅଟଳ ବିହାରୀ ବାଜପେୟୀ ଭାରତ ଏବଂ ବିହାରର ହୃଦୟରେ ଅଛନ୍ତି। ସେମାନେ ପାର୍କର ନାମ ପରିବର୍ତ୍ତନ କରି ଅଟଳ ବିହାରୀ ବାଜପେୟୀଙ୍କ ନାମକୁ ଅପବିତ୍ର କରିବାକୁ ଚାହୁଁଛନ୍ତି। ଏହା ଏକ ବଡ ପରିବର୍ତ୍ତନ। ଭାରତ ରତ୍ନ ଅଟଳ ଜୀଙ୍କ ନାମ ପରିବର୍ତ୍ତନ କରିବା ଅତ୍ୟନ୍ତ ଅପମାନଜନକ।

ଯଦି ଏହା ବନ୍ଦ ନ ହୁଏ ତେବେ ତେଜସ୍ୱୀ ଯାଦବ ମଧ୍ୟ ଦିନେ ନୀତୀଶ କୁମାରଙ୍କ ନାମ ପରିବର୍ତ୍ତନ କରିବେ। ନାଁ ପରିବର୍ତ୍ତନ ନ କରିବାକୁ ନୀତୀଶ କୁମାରଙ୍କୁ ଅନୁରୋଧ କରାଯାଇଛି। ପାଟନାରେ ଏକ ପାର୍କର ନାମ ପରିବର୍ତ୍ତନ କରିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତେଜ ପ୍ରତାପ ଯାଦବ। ଏହାକୁ ରାଜନୀତି ସରଗରମ ହୋଇଛି। କଙ୍କଡବାଗରେ ଅବସ୍ଥିତ ଏକ ପାର୍କର ନାମ ପୂର୍ବରୁ କୋକନଟ୍‌ ପାର୍କ ଥିଲା କିନ୍ତୁ ଅଟଳ ବିହାରୀ ବାଜପେୟୀଙ୍କ ମୃତ୍ୟୁ ପରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇ ଅଟଳ ପାର୍କ ରଖାଯାଇଥିଲା। ଏବେ ପୁଣି ଏହାର ନାମ କୋକନଟ୍‌ ପାର୍କ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି