Masthead

ମୋଦିଙ୍କୁ ଭେଟିଲେ ଚନ୍ନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଚରଣଜିତ ସିଂହ ଚନ୍ନୀ । ତାଙ୍କର ପ୍ରଥମ ବୈଠକରେ ବିବାଦୀୟ ତିନୋଟି କୃଷି ଆଇନ ବିଷୟରେ ଆଲୋଚନା କରିଥିବାର କଥା ସାମ୍ନାକୁ ଆସିଛି । କୃଷି ହେଉଛି ଆମର ରୋଜଗାରର ଉତ୍ସ ।

ତେଣୁ ପ୍ରଧାନମନ୍ତ୍ରୀ ଚାଷୀମାନଙ୍କର ସମାଧାନ ଖୁବଶୀଘ୍ର କରନ୍ତୁ ବୋଲି ଗଣମାଧ୍ୟମ ନିକଟରେ ଚନ୍ନୀ ସ୍ପଷ୍ଟ କରିଛନ୍ତି । ଏହା ସହ ବହୁ କୃଷି ରାଜ୍ୟରେ ଧାନ କ୍ରୟକୁ ସ୍ଥଗିତ ରଖିବାକୁ କେନ୍ଦ୍ରର ନିଷ୍ପତ୍ତିକୁ ପ୍ରତ୍ୟାହାର କରନ୍ତୁ ବୋଲି ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା