Masthead

ଚନ୍ନୀଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଚଣ୍ଡିଗଡ଼(ବଡ଼ ଖବର ବ୍ୟୁରୋ): ପଞ୍ଜାବର ନୂଆ କ୍ୟାବିନେଟ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଆରମ୍ଭ ହୋଇଛି । ଶପଥ ଗ୍ରହଣ ପୂର୍ବରୁ ମନ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରାଯାଇଥିଲା । ତେବେ ଫତେହଗଡ଼ ସାହିବର ବିଧାୟକ କୁଲଜିତ ସିଂହ ନାଗରାଙ୍କ ସ୍ଥାନରେ ଅମଲୋହର ବିଧାୟକ କାକା ରଣଦୀପଙ୍କ ନାମ ସାମିଲ କରାଯାଇଛି ।

ବହୁ ବିରୋଧ ପରେ ବି ରାଣା ଗୁରଜିତ ସିଂହ ମନ୍ତ୍ରୀ ପଦର ଶପଥ ନେଇଛନ୍ତି । ଅନ୍ୟପଟେ ଶପଥ ଗ୍ରହଣ ପୂର୍ବରୁ ରାଣାଙ୍କୁ ବିରୋଧ କରି ୬ ଜଣ ବିଧାୟକ ନବଜୋତ ସିଂହ ସିଦ୍ଧୁଙ୍କୁ ଚିଠି ଲେଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ