Masthead

ଅଭୟକାନ୍ତ ପାଠକଙ୍କ ନାଁରେ ଚାର୍ଜସିଟ ଦାଖଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଭୟକାନ୍ତ ପାଠକଙ୍କ ନାଁରେ ଚାର୍ଜସିଟ ଦାଖଲ । ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ନାଁରେ ଚାର୍ଜସିଟ ଦାଖଲ ହୋଇଛି । ଅଭୟକାନ୍ତଙ୍କ ପୁଅ ଆକାଶଙ୍କ ନାଁରେ ମଧ୍ୟ ଚାର୍ଜସିଟ ଦାଖଲ ହୋଇଛି । ସମୁଦାୟ ୩୦୦ ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଚାର୍ଜସିଟ ଦାଖଲ ହୋଇଛି । ୯ କୋଟିରୁ ଉଦ୍ଧ୍ୱର୍ ଆୟବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିଲେ ଆଇ ଏଫ ଓ ଏସ ଅଭୟପାଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର