Masthead

ନବ ଦାସ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍ । ଚାର୍ଜସିଟ୍ ଦାଖଲ କଲା କ୍ରଇମବ୍ରାଞ୍ଚ । ଜେଏମଏଫସି କୋର୍ଟରେ ଦାଖଲ ହୋଇଛି ଚାର୍ଜସିଟ୍ । ଜାନୁଆରୀ ୨୯ରେ ନବଙ୍କୁ ହତ୍ୟା କରିଥିଲା ଏଏସଆଇ ଗୋପାଳ ଦାସ । ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ଥଲେ ନବଦାସ । ନିର୍ବାଚନ ପ୍ରଚାର ବେଳେ ତାଙ୍କୁ ହତ୍ୟା କରିଥିଲା ପୋଲିସ । ଏଏସଆଇ ଗୋପାଳ ଦାସ କରିଥିଲା ହତ୍ୟା । ୧୧୮ ଦିନ ପରେ ଦାଖଲ ହେଲା ଚାର୍ଜସିଟ୍ । ୫୪୩ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର