Masthead

ନବ ଦାସ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍ । ଚାର୍ଜସିଟ୍ ଦାଖଲ କଲା କ୍ରଇମବ୍ରାଞ୍ଚ । ଜେଏମଏଫସି କୋର୍ଟରେ ଦାଖଲ ହୋଇଛି ଚାର୍ଜସିଟ୍ । ଜାନୁଆରୀ ୨୯ରେ ନବଙ୍କୁ ହତ୍ୟା କରିଥିଲା ଏଏସଆଇ ଗୋପାଳ ଦାସ । ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ଥଲେ ନବଦାସ । ନିର୍ବାଚନ ପ୍ରଚାର ବେଳେ ତାଙ୍କୁ ହତ୍ୟା କରିଥିଲା ପୋଲିସ । ଏଏସଆଇ ଗୋପାଳ ଦାସ କରିଥିଲା ହତ୍ୟା । ୧୧୮ ଦିନ ପରେ ଦାଖଲ ହେଲା ଚାର୍ଜସିଟ୍ । ୫୪୩ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ