Masthead

ଲାଲୁଙ୍କ ବିରୋଧରେ ଚାର୍ଜସିଟ୍

ପାଟନା(ବଡ଼ ଖବର ବ୍ୟୁରୋ): ବଢ଼ିଲା ଲାଲୁଙ୍କ ଅଡ଼ୁଆ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳର ମୁଖ୍ୟ ଲାଲୁ ଯାଦବଙ୍କ ବିରୋଧରେ ସିବିଆଇ ଦାଖଲ କରିଛି ଚାର୍ଜସିଟ୍ । ରାବ୍ରୀ ଦେବୀ ଓ ତେଜସ୍ୱୀଙ୍କ ନାଁରେ ମଧ୍ୟ ହୋଇଛି ଚାର୍ଜସିଟ୍ । ଜମି ବଦଳରେ ରେଲୱେରେ ଚାକିରି ମାମଲାରେ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ