Masthead

ପ୍ରଦୀପଙ୍କ ବିରୋଧରେ ୩୦୦୦ ପୃଷ୍ଠାରେ ଚାର୍ଜସିଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୋପାଳ ପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ । ପ୍ରଦୀପଙ୍କ ବିରୋଧରେ ୩୦୦୦ ପୃଷ୍ଠାରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ଚାର୍ଜସିଟରେ ୯କୋଟି ୧୮ଲକ୍ଷ ୧୩ହଜାର ୭ଟଙ୍କା ବେଆଇନ ସମ୍ପତି ଥିବା ଉଲ୍ଲେଖ କରାଯାଇଛି । ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ଚାର୍ଜସିଟ ଦାଖଲ କରାଯାଇଛି । ୨୦୨୧ ଅକ୍ଟୋବର ୪ରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ