Masthead

ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ

ପୁରୀ(ବଡ଼ ଖବର ବ୍ୟୁରୋ):ପୁରୀରେ ପୁଣି ମାତିଲେ ଦୁର୍ବୁତ୍ତ । ବିଳମ୍ବିତ ରାତିରେ ରାମ ମନ୍ଦିରରୁ ହେଲା ଚୋରି । ମୁହଁରେ ଗାମୁଛା ପକାଇ ହୁଣ୍ଡିରୁ ଦୁର୍ବୁତ୍ତ ଲୁଟି ନେଲା ଟଙ୍କା । ରେଳଷ୍ଟେସନ ନିକଟ ରାମ ମନ୍ଦିରରେ ବିଳମ୍ବିବିତ ରାତିରେ ଘଟିଛି ଘଟଣା । ଏବଂ ଘଟଣାର ସୂଚନା ପାଇବା ପରେ ସମୁଦ୍ରକୁଳ ଥାନା ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛିା ମନ୍ଦିର ପରିସରରେ ଲାଗିଥିବା ସିସିଟିଭି ଆଧାରରେ ଅଭିଯୁକ୍ତକୁ ଚିହ୍ନଟ କରିବାକୁ ପ୍ରୟାସ ଚାଲିଛି । ବାରମ୍ବାର ମନ୍ଦିରରୁ ଚୋରି ହେଉଥିବା ଘଟଣାରୁ ଭକ୍ତ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି