Masthead

ଗୋଡ଼େଇ ଗୋଡ଼େଇ ହାଣିଲେ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ପୁରୁଣାଗଡ଼ରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁବୃର୍ତ୍ତ । ଅନଗୁଳ ପୁରୁଣାଗଡ଼ କରମଙ୍ଗା ସାହିରେ ପୂର୍ବ ଶତ୍ରୁତାକୁ ନେଇ ଯୁବକକୁ ଲୁହା ରଡ଼ରେ ଆକ୍ରମଣ କରାଯାଇଥିଲା । ଘଟଣା ସ୍ଥଳରେ ହିଁ ଯୁବକର ପ୍ରାଣ ଚାଲି ଯାଇଥିଲା । ମୃତ ଯୁବକ ଜଣକ ଉକ୍ତ ଗ୍ରାମର ସୁବାଶିଷ ମହାପାତ୍ର ବୋଲି ଜଣା ପଡିଛି ।

ଆକ୍ରମଣ କରିଥିବା ଦୁର୍ବୁତ୍ତ ଉକ୍ତ ଜାଗାରୁ ଫେରାର ହୋଇ ଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ବନ୍ତଳା ପୋଲିସ ପହଞ୍ଚି ଶବକୁ ଅନଗୁଳ ମୁଖ୍ୟ ଡାକ୍ତର ଖାନାରେ ବ୍ୟାବଚ୍ଛେଦ ପାଇଁ ପଠାଇ ଅଧିକ ତତନ୍ତ ଜାରି ରଖିଥିବା ବେଳେ ଅଭିଯୁକ୍ତଙ୍କ ବାପାଙ୍କୁ ଅଟକ ରଖି ପଚରା ଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ