Masthead

ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାସ୍ତାରେ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଘଟଣାସ୍ଥଳରେ ମୃତ୍ୟୁ ଘଟିଛି ଯୁବକଙ୍କର ।  ବିଚ୍ ରାସ୍ତାରେ ରକ୍ତର ହୋଲି । ସଂଘଵଧ ଭାବେ କଲେ ଆକ୍ରମଣ । ଏଭଳି ଘଟଣା ଘଟିଛି ଜନଗହଳିପୂର୍ଣ୍ଣ ସିଆରପି ଛକରେ । ମୃତ ଯୁବକ ଜଣକ ଗାଡି ଚାଳକ ବୋଲି ଚର୍ଚ୍ଚା ହେଉଛି । ଅନ୍ୟପଟେ ସ୍ଥାନୀୟ ଅଞ୍ଚଳରେ ଦେଖାଦେଇଛି ଉତ୍ତେଜନା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ କରିଛି ଜବତ । ବ୍ୟବଚ୍ଛେଦ ଲାଗି ପଠାଇଛି ମେଡିକାଲ । ଶାନ୍ତିଶୃଙ୍ଖଳା ମୁତୟନ କରାଯାଇଛି ପୋଲିଓ ଫୋର୍ସ।

ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ନାମ ଜଟିଆ ବୋଲି ଜଣାପଡିଛି । ତାଙ୍କ ଘର ସାଲିଆସାହିରେ । ବଟି ଆଦାୟକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ତେବେ ଏହି ଦୁର୍ବୃତ୍ତମାନେ କିଏ ଏବଂ କାହିଁକି ଏଭଳି କାଣ୍ଡ ଘଟାଇଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣାସ୍ଥଳରେ ହଣାକଟାକୁ ନେଇ ଉତ୍ତେଜନା ଲାଗି ରହିଛି । ସବୁଠୁ ବଡ କଥା ହେଉଛି ଘଟଣାସ୍ଥଳ ଠାରୁ ଅଳ୍ପ କିଛି ଦୂରରେ ଥାନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ