Masthead

ରଜରେ ବିଭତ୍ସ ହତ୍ୟା, ବାପା-ପୁଅକୁ ଗୋଡ଼ାଇ ହାଣିଲେ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ରଜରେ ବିଭତ୍ସ ହତ୍ୟା । ବିଳମ୍ବିତ ରାତିରେ ବାପ ଓ ପୁଅକୁ ଗୋଡାଇ ଗୋଡାଇ କଟୁରୀରେ ହାଣିଲେ । ଏଭଳି ଅଭାବନୀୟ ଘଟଣା ଘଟିଛି ରାଇବଣିଆ ଥାନା କବାଟଘାଟି ଗ୍ରାମରେ । ମୃତକ ହେଲେ ହାରା ବିନ୍ଧାଣି ଓ କ୍ରିଷ୍ଣା ବିନ୍ଧାଣି । ଅଭିଯୁ୍କ୍ତ ହେଲେ କବାଟ ଘାଟି ଗ୍ରାମର ପ୍ରଫୁଲ୍ଲ ବିନ୍ଧାଣି ।

ଉଭୟ ବାପା ପୁଅ ରଜରେ କାକା ଘରକୁ ବୁଲିବାକୁ ଆସିଥିଲେ । କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ କଥାକଟାକଟି ହୋଇଥିଲା । ପରେ ହତ୍ୟା ହୋଇଥିବା ସୂଚନା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ ଭିନ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି