Masthead

ରଜରେ ବିଭତ୍ସ ହତ୍ୟା, ବାପା-ପୁଅକୁ ଗୋଡ଼ାଇ ହାଣିଲେ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ରଜରେ ବିଭତ୍ସ ହତ୍ୟା । ବିଳମ୍ବିତ ରାତିରେ ବାପ ଓ ପୁଅକୁ ଗୋଡାଇ ଗୋଡାଇ କଟୁରୀରେ ହାଣିଲେ । ଏଭଳି ଅଭାବନୀୟ ଘଟଣା ଘଟିଛି ରାଇବଣିଆ ଥାନା କବାଟଘାଟି ଗ୍ରାମରେ । ମୃତକ ହେଲେ ହାରା ବିନ୍ଧାଣି ଓ କ୍ରିଷ୍ଣା ବିନ୍ଧାଣି । ଅଭିଯୁ୍କ୍ତ ହେଲେ କବାଟ ଘାଟି ଗ୍ରାମର ପ୍ରଫୁଲ୍ଲ ବିନ୍ଧାଣି ।

ଉଭୟ ବାପା ପୁଅ ରଜରେ କାକା ଘରକୁ ବୁଲିବାକୁ ଆସିଥିଲେ । କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ କଥାକଟାକଟି ହୋଇଥିଲା । ପରେ ହତ୍ୟା ହୋଇଥିବା ସୂଚନା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ ଭିନ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’