Masthead

ଆଜି ବସୁଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ବସୁଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ବୈଠକରେ ସମସ୍ତ ନିଯୋଗର ପ୍ରତିନିଧି ଉପସ୍ଥିତ ରହିବେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଅପରାହ୍ନରେ ବୈଠକ ଅନୁଷ୍ଠିତ ହେବ ।

କାର୍ତ୍ତିକ ମାସ ନୀତିକାନ୍ତି ସମ୍ପର୍କରେ ଆଲୋଚନ କରାଯିବା ସହ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଗୁରୁତ୍ୱ ଦିଆଯିବ । ଆସନ୍ତା ଅକ୍ଟୋବର୨୮ରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଉପରେ ଗୁରୁତ୍ୱ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା