Masthead

ଆଜି ବସୁଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ବସୁଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ବୈଠକରେ ସମସ୍ତ ନିଯୋଗର ପ୍ରତିନିଧି ଉପସ୍ଥିତ ରହିବେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଅପରାହ୍ନରେ ବୈଠକ ଅନୁଷ୍ଠିତ ହେବ ।

କାର୍ତ୍ତିକ ମାସ ନୀତିକାନ୍ତି ସମ୍ପର୍କରେ ଆଲୋଚନ କରାଯିବା ସହ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଗୁରୁତ୍ୱ ଦିଆଯିବ । ଆସନ୍ତା ଅକ୍ଟୋବର୨୮ରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଉପରେ ଗୁରୁତ୍ୱ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ