Masthead

ଅନଶନକାରୀଙ୍କ ସହ ପ୍ରତାରଣା, ବଡ଼ ଖବର LIVE ପରେ ବେଡ ଦେଲା ଏସସିବି

କଟକ(ବଡ଼ ଖବର ବ୍ୟୁରୋ): ବଡ଼ ଖବରର ବଡ଼ ପ୍ରଭାବ । ଖବର ପ୍ରସାରଣ ପରେ ଖରସ୍ରୋତା ବଞ୍ଚାଅ ଅଭିଯାନର ନେତା ଶ୍ରୀକାନ୍ତ ନାୟକଙ୍କୁ ମିଳିଲା ବେଡ । ଶ୍ରୀକାନ୍ତ ଧାରଣାରେ ୪ ଦିନ ବସିବା ପରେ ଅସୁସ୍ଥ ହୋଇପଡିଥିଲେ । ଜିଲ୍ଲା ପ୍ରଶାସନ ତରଫରୁ ତାଙ୍କୁ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।

ସେ ଦୀର୍ଘ ୧୬ ଦିନ ଧରି କେନ୍ଦ୍ରାପଡା ମେଡ଼ିକାଲରେ ଚିକିତ୍ସିତ ହେଉଥିଲେ । ବୁଧବାର ମଧ୍ୟରାତ୍ରିରେ ପୋଲିସ ଉଠାଇ ଆଣିଥିଲେ । ଉନ୍ନତ ଚିକିତ୍ସା ପାଇଁ କଟକ ମେଡ଼ିକାଲ ନିଆଯାଉଛି ବୋଲି ପୋଲିସ ଶ୍ରୀକାନ୍ତକୁ କହିଥିଲା । କିନ୍ତୁ ତାଙ୍କୁ ଏସିସିବିରେ ବେଡ ନମିଳିବାରୁ ଗଛମୂଳେ ପଡି ରହିଥିଲେ ଶ୍ରୀକାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା