Masthead

‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଅରୁଣାଚଳ ପ୍ରଦେଶର ମଂଡଲା ଅଞ୍ଚଳରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି । ସେନା ସୂତ୍ରରୁ ଏହି ସୂଚନା ଦିଆଯାଇଛି । ହେଲିକପ୍ଟରଟି ସେନ୍‌ଗେରୁ ମିସାମାରି ଅଭିମୁଖେ ଯାଉଥିଲା । ଦୁର୍ଘଟଣା ସମୟରେ ହେଲିକପ୍ଟର ଚିତାରେ ପାଇଲଟ ଓ କୋ ପାଇଲଟ ଥିଲେ ।

ଗୌହାଟିର ଜନସମ୍ପର୍କ ଅଧିକାରୀ ଲେପ୍ଟନାଣ୍ଟ କର୍ନଲ ମହେନ୍ଦ୍ର ରାୱତ କହିଛନ୍ତି ଅପରେଶନ ସର୍ଟି ଉପରେ ଚିତା ହେଲିକପ୍ଟର ଗୁରୁବାର ସକାଳ ପ୍ରାୟ ୯ଟା ୧୫ରେ ଏୟାର ଟ୍ରାଫିକ କଣ୍ଟ୍ରୋଲ(ଏଟିସି) ସହ ସମ୍ପର୍କ ଚ୍ଛିନ୍ନ ହୋଇଯାଇଥିଲା । ସୂଚନାଯୋଗ୍ୟ, ଏହା ପୂର୍ବରୁ ୨୦୨୨ରେ ବି ଭାରତୀୟ ସେନାର ଚିତା ହେଲିକପ୍ଟର ତୱାଂଗ ନିକଟରେ କ୍ରାସ ହୋଇଥିଲା । ଏହି ଦୁର୍ଘଟଣାରେ ଜଣେ ପାଇଲଟଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି