Masthead

‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଅରୁଣାଚଳ ପ୍ରଦେଶର ମଂଡଲା ଅଞ୍ଚଳରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି । ସେନା ସୂତ୍ରରୁ ଏହି ସୂଚନା ଦିଆଯାଇଛି । ହେଲିକପ୍ଟରଟି ସେନ୍‌ଗେରୁ ମିସାମାରି ଅଭିମୁଖେ ଯାଉଥିଲା । ଦୁର୍ଘଟଣା ସମୟରେ ହେଲିକପ୍ଟର ଚିତାରେ ପାଇଲଟ ଓ କୋ ପାଇଲଟ ଥିଲେ ।

ଗୌହାଟିର ଜନସମ୍ପର୍କ ଅଧିକାରୀ ଲେପ୍ଟନାଣ୍ଟ କର୍ନଲ ମହେନ୍ଦ୍ର ରାୱତ କହିଛନ୍ତି ଅପରେଶନ ସର୍ଟି ଉପରେ ଚିତା ହେଲିକପ୍ଟର ଗୁରୁବାର ସକାଳ ପ୍ରାୟ ୯ଟା ୧୫ରେ ଏୟାର ଟ୍ରାଫିକ କଣ୍ଟ୍ରୋଲ(ଏଟିସି) ସହ ସମ୍ପର୍କ ଚ୍ଛିନ୍ନ ହୋଇଯାଇଥିଲା । ସୂଚନାଯୋଗ୍ୟ, ଏହା ପୂର୍ବରୁ ୨୦୨୨ରେ ବି ଭାରତୀୟ ସେନାର ଚିତା ହେଲିକପ୍ଟର ତୱାଂଗ ନିକଟରେ କ୍ରାସ ହୋଇଥିଲା । ଏହି ଦୁର୍ଘଟଣାରେ ଜଣେ ପାଇଲଟଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା