Masthead

ଓଡ଼ିଶାରେ ଗଣତନ୍ତ୍ର ନିରୁଦ୍ଦିଷ୍ଟ : ଚେଲା କୁମାର

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପ୍ରେସମିଟ୍ କରି ଓଡ଼ିଶା ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି କଂଗ୍ରେସ ପ୍ରଭାରୀ ଡ. ଚେଲା କୁମାର । ଓଡ଼ିଶାରେ ଗଣତନ୍ତ୍ର ନିରୁଦ୍ଦିଷ୍ଟ ବୋଲି ସେ ଅଭିଯୋଗ କରିଛନ୍ତି । ଓଡ଼ିଶାରେ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିପାରୁ ନାହାନ୍ତି ବୋଲି ସଙ୍ଗୀନ ଆରୋପ ଲଗାଇଛନ୍ତି । ଏହା ସହ କହିଛନ୍ତି, ଓଡ଼ିଶାରେ ଜାନକୀ ବଲ୍ଲଭ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ସମୟରେ ହଜାର ହଜାର ଶିଳ୍ପ ପ୍ରତିଷ୍ଠା ହୋଇଥିଲା କିନ୍ତୁ ବିଗତ ୨୦ ବର୍ଷ ହେବ ରାଜ୍ୟରେ ଶିଳ୍ପାୟନ ବାଟବଣା ହେବାକୁ ବସିଲାଣି, ବର୍ତ୍ତମାନ ରାଜ୍ୟରେ ଅନେକ ଶିଳ୍ପମଧ୍ୟ ବନ୍ଦ ହେବାକୁ ବସିଲାଣି । ଏହାସହିତ ଯେଉଁକିଛି ଶିଳ୍ପ ଚାଲିଛି ସେଥିରେ ହୋଟେଲ ଶିଳ୍ପ ସର୍ବାଧିକ ଚାଲିଛି । ରାଜ୍ୟରେ ଯାହା ବିକାଶ ହୋଇଛି କଂଗ୍ରେସ ସମୟରେ ବୋଲି କହିଛନ୍ତି ଡ. ଚେଲା କୁମାର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା