Masthead

ନବଙ୍କୁ ମାରିନି ଗୋପାଳ: ଚେଲ୍ଲାକୁମାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟାକାଣ୍ଡକୁ ୧୮ ଦିନ ବିତିଲାଣି । ଗୋପାଳ କାହିଁକି ଗୁଳି ମାରି ହତ୍ୟା କଲା ଆଜି ପର୍ଯ୍ୟନ୍ତ ରହସ୍ୟରେ ରହିଛି । ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ପିସିସି ପ୍ରଭାରୀ ଚେଲାକୁମାର । କହିଛନ୍ତି, ନବ ଦାସଙ୍କ ଭଳି ଅବସ୍ଥା କାହାର ବି ହୋଇପାରେ । ଆଜି ନବ ତ କାଲି ଆଉ କିଏ । ଯେଉଁମାନେ ସତ ସାମନାକୁ ଆଣିବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କ ସ୍ୱରକୁ ଚପାଇ ଦେବା ପାଇଁ ଉଦ୍ୟମ କରାଯାଉଛି । ଏଥିସହ ସହ ଏଏସଆଇ ଗୋପାଳ ମାରିନି ବୋଲି ମଧ୍ୟ ସେ ଅଭିଯୋଗ କରିଛନ୍ତି । ଆଗାମି ଦିନରେ ଏହି ପ୍ରସଙ୍ଗକୁ କଂଗ୍ରେସ ବିଧାନସଭାରେ ଉଠାଇବ ବୋଲି ସେ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର