Masthead

ନବଙ୍କୁ ମାରିନି ଗୋପାଳ: ଚେଲ୍ଲାକୁମାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟାକାଣ୍ଡକୁ ୧୮ ଦିନ ବିତିଲାଣି । ଗୋପାଳ କାହିଁକି ଗୁଳି ମାରି ହତ୍ୟା କଲା ଆଜି ପର୍ଯ୍ୟନ୍ତ ରହସ୍ୟରେ ରହିଛି । ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ପିସିସି ପ୍ରଭାରୀ ଚେଲାକୁମାର । କହିଛନ୍ତି, ନବ ଦାସଙ୍କ ଭଳି ଅବସ୍ଥା କାହାର ବି ହୋଇପାରେ । ଆଜି ନବ ତ କାଲି ଆଉ କିଏ । ଯେଉଁମାନେ ସତ ସାମନାକୁ ଆଣିବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କ ସ୍ୱରକୁ ଚପାଇ ଦେବା ପାଇଁ ଉଦ୍ୟମ କରାଯାଉଛି । ଏଥିସହ ସହ ଏଏସଆଇ ଗୋପାଳ ମାରିନି ବୋଲି ମଧ୍ୟ ସେ ଅଭିଯୋଗ କରିଛନ୍ତି । ଆଗାମି ଦିନରେ ଏହି ପ୍ରସଙ୍ଗକୁ କଂଗ୍ରେସ ବିଧାନସଭାରେ ଉଠାଇବ ବୋଲି ସେ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା