Masthead

ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍। ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୬ଟି ସ୍ଥାନରେ ଚଢାଉ କରାଯାଇଛି। ଛତ୍ରପୁର କାର୍ୟ୍ୟାଳୟ, ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି ସ୍ଥାନରେ ରେଡ୍ ଚାଲିଛି। ଏହି ଚଢାଉରେ ୫ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର, ୫ ଜଣ ଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ୟ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ଓ ପୋଲସରା ସ୍ଥିତ ଦୁଇଟି ଘରେ ଏକାକାଳୀନ ଚାଲିଛି ଚଢାଉ । ତେବେ ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ