Masthead

ଛତିଶଗଡ଼ ଓ ମିଜୋରାମ ନିର୍ବାଚନ, ୭୦ ପ୍ରତିଶତରୁ ଅଧିକ ଦେଲେ ଭୋଟ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ହୋଇଛି । ସେହିପରି ମିଜୋରାମରେ ସମସ୍ତ ୪୦ଟି ଆସନ ପାଇଁ ମତଦାନ ପ୍ରକ୍ରିୟା ସରିଛି । ଛତିଶଗଡ଼ରେ ଛତିଶଗଡ଼ରେ ୭୦.୮୭ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ମିଜୋରାମରେ ୭୭.୦୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି ।

ଛତିଶଗଡ଼ର ମାଓବାଦୀ ପ୍ରଭାବିତ ବସ୍ତର ଡିଭିଜନ୍ ସମେତ ରାଜନନ୍ଦଗାଓଁ, ମୋହଲା-ମାନପୁର-ଅମ୍ବାଗଡ଼ଚୌକି, କବିରଧାମ ଏବଂ ଖୈରାଗଡ଼-ଛୁଇଖାଦାନ-ଗଣ୍ଡାଇରେ ମତଦାନ କରିଛନ୍ତି ଭୋଟର । ନକ୍ସଲଙ୍କ ଧମକକୁ ବେଖାତିର କରି ବହୁ ସଂଖ୍ୟାରେ ଭୋଟର ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ନିଜର ମତ ସାବ୍ୟସ୍ତ କରିଛଛନ୍ତି । ଛତିଶଗଡ଼ରେ ନଭେମ୍ବର ୧୭ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ବାକି ୭୦ଟି ଆସନ ପାଇଁ ପଡ଼ିବ ଭୋଟ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ