Masthead

ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ। ଦୁର୍ଘଟଣା ରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ