Masthead

ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଛତିଶଡ଼ରେ ନକ୍ସଲ ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି । ଦନ୍ତେୱାଡ଼ା ପୋଲିସ ପଡ଼ିଆରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ହସ୍ପିଟାଲରେ ଥିବା ଯବାନଙ୍କ ମର ଶରୀରକୁ ଦାନ୍ତେୱାଡା ପୋଲିସ ପଡ଼ିଆକୁ ନିଆଯାଇ ସେଠାରେ ବୀର ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ପୋଲିସ ପଡ଼ିଆକୁ ଯାଇ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଯେଉଁ ସ୍ଥାନରେ ଯବାନଙ୍କୁ ନକ୍ସଲ ମାନେ ଆକ୍ରମଣ କରିଥିଲେ ସେହି ସ୍ଥାନକୁ ଯିବେ ବାଘେଲ । ଘଟଣାସ୍ଥଳରେ ସ୍ଥିତି ଦେଖିବା ସହ ଆକ୍ରମଣ ଘଟଣାର ସମୀକ୍ଷା କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ । କେଉଁ ପରିସ୍ଥିତିରେ ହେଲା ହମଲା, କେଉଁଠି ରହିଲା ତାର ସମୀକ୍ଷା କରିବେ ବୋଲି ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ