ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଛତିଶଡ଼ରେ ନକ୍ସଲ ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି । ଦନ୍ତେୱାଡ଼ା ପୋଲିସ ପଡ଼ିଆରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ହସ୍ପିଟାଲରେ ଥିବା ଯବାନଙ୍କ ମର ଶରୀରକୁ ଦାନ୍ତେୱାଡା ପୋଲିସ ପଡ଼ିଆକୁ ନିଆଯାଇ ସେଠାରେ ବୀର ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ପୋଲିସ ପଡ଼ିଆକୁ ଯାଇ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଯେଉଁ ସ୍ଥାନରେ ଯବାନଙ୍କୁ ନକ୍ସଲ ମାନେ ଆକ୍ରମଣ କରିଥିଲେ ସେହି ସ୍ଥାନକୁ ଯିବେ ବାଘେଲ । ଘଟଣାସ୍ଥଳରେ ସ୍ଥିତି ଦେଖିବା ସହ ଆକ୍ରମଣ ଘଟଣାର ସମୀକ୍ଷା କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ । କେଉଁ ପରିସ୍ଥିତିରେ ହେଲା ହମଲା, କେଉଁଠି ରହିଲା ତାର ସମୀକ୍ଷା କରିବେ ବୋଲି ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’