Masthead

ଛତିଶଗଡ଼ ବେଆଇନ ଭାବେ ପାଣିକୁ ଅଟକାଉଛି: ଟୁକୁନି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ମହାନଦୀ ଜଳ ବିବାଦ ନେଇ ଗୃହରେ ବିବୃତ୍ତି ରଖିଲେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ । ମହାନଦୀ ଜଳ ବିବାଦର ମୂଳ କାରଣ ହେଉଛି ଛତିଶଗଡ଼ ଏକ ତରଫା ଓ ବେଆଇନ ଭାବେ ପାଣିକୁ ଅଟକାଉଛି । ୨୭.୪୮ ନିୟୁତ ଏକର ଫୁଟକୁ ବ୍ୟବହାର କରିବା ପାଇଁ ମସୁଧା କରୁଛି । ୬ ଟି ବିଶାଳକାୟ ଶିଳ୍ପଭିତ୍ତିକ ବ୍ୟାରେଜ କରି ଜଳକୁ ଅବରୋଧ କରାଯାଉଛି । ଅଣମୌସୁମୀ ସମୟରେ ଜଳ ପ୍ରବାହ କମୁଛି । ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଏ ନେଇ ଅବଗତ କରିଥିଲେ ।

ଓଡ଼ିଶା ପାଇଁ ୨ ନିୟୁତ ଏକର ଫୁଟ ପାଣି ଛାଡିବାକୁ କହିଥିଲେ । ଏ ନେଇ କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ବି କୌଣସି ସୁଫଳ ମିଳିଲା ନାହିଁ । ଏବେ ଟ୍ରିବ୍ୟୁନାଲକୁ ଆମେ ଯାଇଛୁ । ଗୃହର ସମସ୍ତଙ୍କୁ ଅନୁରୋଧ କରୁଛୁ ସମସ୍ତେ ଏହି ବିବାଦର ସମାଧାନ ପାଇଁ ଆମକୁ ସହଯୋଗ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ