Masthead

ଛତିଶଗଡ଼ ବେଆଇନ ଭାବେ ପାଣିକୁ ଅଟକାଉଛି: ଟୁକୁନି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ମହାନଦୀ ଜଳ ବିବାଦ ନେଇ ଗୃହରେ ବିବୃତ୍ତି ରଖିଲେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ । ମହାନଦୀ ଜଳ ବିବାଦର ମୂଳ କାରଣ ହେଉଛି ଛତିଶଗଡ଼ ଏକ ତରଫା ଓ ବେଆଇନ ଭାବେ ପାଣିକୁ ଅଟକାଉଛି । ୨୭.୪୮ ନିୟୁତ ଏକର ଫୁଟକୁ ବ୍ୟବହାର କରିବା ପାଇଁ ମସୁଧା କରୁଛି । ୬ ଟି ବିଶାଳକାୟ ଶିଳ୍ପଭିତ୍ତିକ ବ୍ୟାରେଜ କରି ଜଳକୁ ଅବରୋଧ କରାଯାଉଛି । ଅଣମୌସୁମୀ ସମୟରେ ଜଳ ପ୍ରବାହ କମୁଛି । ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଏ ନେଇ ଅବଗତ କରିଥିଲେ ।

ଓଡ଼ିଶା ପାଇଁ ୨ ନିୟୁତ ଏକର ଫୁଟ ପାଣି ଛାଡିବାକୁ କହିଥିଲେ । ଏ ନେଇ କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ବି କୌଣସି ସୁଫଳ ମିଳିଲା ନାହିଁ । ଏବେ ଟ୍ରିବ୍ୟୁନାଲକୁ ଆମେ ଯାଇଛୁ । ଗୃହର ସମସ୍ତଙ୍କୁ ଅନୁରୋଧ କରୁଛୁ ସମସ୍ତେ ଏହି ବିବାଦର ସମାଧାନ ପାଇଁ ଆମକୁ ସହଯୋଗ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା