Masthead

କରୋନା ପ୍ରସଙ୍ଗରେ ଛତିଶଗଡ-ଓଡ଼ିଶା ଆଲୋଚନା

ଛତିଶଗଡ (ବଡ଼ ଖବର ବ୍ୟୁରୋ): କରୋନା ସ୍ଥିତି ନେଇ ଛତିଶଗଡ ସହ ଆଲୋଚନା କରିବ ଓଡ଼ିଶା । ପଡୋଶୀ ରାଜ୍ୟରେ ବଢୁଥିବା ସଂକ୍ରମଣକୁ ନେଇ ସୀମାନ୍ତ ଜିଲ୍ଲାରେ ସମସ୍ୟା ଦେଖାଦେଇଛି । ନୂଆପଡା, ବରଗଡ ଓ ସୁନ୍ଦରଗଡ ଜିଲ୍ଲା ପାଇଁ ଚିନ୍ତା ବଢିବାରେ ଲାଗିଛି । ଛତିଶଗଡ ସୀମାକୁ ଲାଗିଥିବା ଜିଲ୍ଲା ଗୁଡିକରେ କରୋନା ବୃଦ୍ଧି ପାଇଛି । ତେବେ ଏନେଇ ଆଜି ଛତିଶଗଡ ପ୍ରଶାସନ ସହ ଓଡ଼ିଶା ପ୍ରଶାସନ ଆଲୋଚନା କରିବେ ।

ଦେଶରେ ମଧ୍ୟ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି । ଏବେ ଠାରୁ ସତର୍କ ନହେଲେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ । ପରିସ୍ଥିତିର ମୁକାବିଲା ଲାଗି କୋଭିଡ୍ ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ରାଜ୍ୟମାନଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି । ଟିକାକରଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ସହିତ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମଧ୍ୟ କହିଛନ୍ତି । ଲଗାତାର ୨୦ ଦିନ ଧରି ଦେଶରେ କରୋନା ସଂକ୍ରମଣ ମାମଲା ବଢ଼ିଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି