Masthead

କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ ଖୋଲିଲା ଛତିଶଗଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲମା ବ୍ୟାରେଜ ଖୋଲିଲା ଛତିଶଗଡ଼ । କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ ଖୋଲିଲା ଛତିଶଗଡ଼ । ଉପରମୁଣ୍ଡାରେ ପ୍ରବଳ ବର୍ଷା ଯୋଗୁ ସମସ୍ତ ଗେଟ୍ ଖୋଲାଯାଇଛି । କଲମା ଗେଟ୍ ଖୋଲିବା ଫଳରେ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି । ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍ ଜଳ । ସକାଳ ୯ ସୁଦ୍ଧା ହୀରାକୁଦକୁ ୭୨ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଛି ।

ଦିନ ୧୨ ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୦୩.୫୦ ଫୁଟ୍ ରହିଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ୭୯ ହଜାର ୨୬୨ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ଉପରମୁଣ୍ଡରେ ଯଦି ଏଭଳି ଲଗାତାର ବର୍ଷା ହୁଏ ତେବେ ଖୁବଶୀଘ୍ର ଚଳିତବର୍ଷର ପ୍ରଥମ ବନ୍ୟା ଜଳ ଛାଡିବ ହୀରାକୁଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ