Masthead

ଆଜି ଛତିଶାନିଯୋଗ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଛତିଶା ନିଯୋଗ ବୈଠକ । ସ୍ନାନ ପୂର୍ଣ୍ଣିମାରେ ଜଳଲାଗି ସହ ହାତୀ ବେଶକୁ ବେଶ ଶୃଙ୍ଖଳିତ କିଭଳି କରାଯାଇପାରିବ ସେନେଇ ହେବ ଆଲୋଚନା । ଏଥିସହ ଅନବସର ନୀତି, ଶ୍ରୀଗୁଣ୍ଡିଚା ଯାତ୍ରା ସହିତ ଅନ୍ୟାନ୍ୟ ଦିଗକୁ ନଜର ରଖି ସମନ୍ବୟ ଭିତ୍ତିରେ କାର୍ଯ୍ୟ କରିବାକୁ ଆଲୋଚନା କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ