Masthead

ରଞ୍ଜନ ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ତେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଣିକି ସ୍ୱତନ୍ତ୍ର ସଚିବ ପାହ୍ୟା ପ୍ରଦାନ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ।

ଏବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ସେ ପୂର୍ଣ୍ଣକାଳୀନ ଦାୟିତ୍ୱରେ ରହିବେ । ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ ରଞ୍ଜନ । ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ୨୦୦୩ ବ୍ୟାଚର ଆଇଏଏସ୍‌ ଅଧିକାରୀ ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା