ରଞ୍ଜନ ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ତେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଣିକି ସ୍ୱତନ୍ତ୍ର ସଚିବ ପାହ୍ୟା ପ୍ରଦାନ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ।

ଏବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ସେ ପୂର୍ଣ୍ଣକାଳୀନ ଦାୟିତ୍ୱରେ ରହିବେ । ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ ରଞ୍ଜନ । ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ୨୦୦୩ ବ୍ୟାଚର ଆଇଏଏସ୍‌ ଅଧିକାରୀ ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!