Masthead

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ପାଦେ ଆଗେଇବ ଓଡ଼ିଶା । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ନେଇ ହେବ ଏମଓୟୁ । ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମଓୟୁ ।

ଏହାପରେ ହିତାଧିକାରୀମାନଙ୍କୁ ଏହି ଯୋଜନାରେ ପ୍ରସ୍ତୁତ କାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଉଭୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ ହେବାର କାର୍ୟ୍ୟକ୍ରମ ରହିଛି। ସେଠାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଓଡ଼ିଶାରେ ପ୍ରଥମ ଥର ଲାଗି ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବାକୁ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ