Masthead

ଧରଣୀଧର ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର(ବଡ଼ ଖବର ବ୍ୟରୋ): କେନ୍ଦୁଝରରେ ପ୍ରତିଷ୍ଠିତ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୧୪୩୭୨ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ୩୭୮ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରିଛନ୍ତି ।

ଏହାଦ୍ୱାରା ୧ଲକ୍ଷ ୫୮ ହଜାର ୬୫୫ ଜଣ ମହିଳା ସ୍ୱାବଲମ୍ବୀ ହେବା ଦିଗରେ ଆଗକୁ ବଢିବେ । ଏହାବାଦ ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ କରିଛନ୍ତି । ୨୦୧୬ ମସିହାରେ ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର କଲେଜରେ ୨୫ଟି ବ୍ଲକ ଓ ୧୮ଟି କୋଠା ନିର୍ମାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି