Masthead

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜିଠାରୁ ସେ ଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏଥିସହ ଏନଏଚ କତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ କରିବେ ଆଲୋଚନା।ତାହା ସହ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ତାଙ୍କ ସହ ଅନ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗସ୍ତ ସମୟରେ ହୋଇପାରନ୍ତି ସାମିଲ। ସେପଟେ ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବା ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା