Masthead

ଆଜି ପୁଣି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୮ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ପଞ୍ଜିକରଣ ହେବ । ଏହା ସହ ଇମେଲ ଓ ମେସେଜ୍ ମାଧ୍ୟମରେ ମଧ୍ୟ ଲୋକେ ସେମାନଙ୍କ ଅଭିଯୋଗ କରିପାରିବେ। ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ଆରମ୍ଭ କରିବେ ।

ଜୁଲାଇ ୧ରୁ ପ୍ରଥମେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ସେହିଦିନ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ବିଜେପି ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ଆରମ୍ଭ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ