Masthead

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: କାଲି ନୀତି ଆୟୋଗ ବୈଠକରେ ଦେବେ ଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥର ଲାଗି ନୀତି ଆୟୋଗ ବୈଠକରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୂଚନା ମିଳିଛି। ଏଥିସହ ମୁଖ୍ୟମନ୍ତ୍ରୀ ନିଜର ଦିଲ୍ଲୀ ଯାତ୍ରା ଅବସରରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହି ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ