Masthead

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: କାଲି ନୀତି ଆୟୋଗ ବୈଠକରେ ଦେବେ ଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥର ଲାଗି ନୀତି ଆୟୋଗ ବୈଠକରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୂଚନା ମିଳିଛି। ଏଥିସହ ମୁଖ୍ୟମନ୍ତ୍ରୀ ନିଜର ଦିଲ୍ଲୀ ଯାତ୍ରା ଅବସରରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହି ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼