Masthead

ଏଥର ବଡ ବିଜୟ ହାସଲ କରିବ ବିଜେଡି: ନବୀନ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ କରିଛନ୍ତି। ଭୁବନେଶ୍ବର ଏରୋଡ୍ରମ ୟୁପି ସ୍କୁଲରେ ପହଞ୍ଚି ଭୋଟ୍ ଦେଇଛନ୍ତି ନବୀନ । ନିଜର ମତଦାନ ସାବ୍ୟସ୍ତ କରିବା ପରେ ସେଲ୍ଫି ପଏଣ୍ଟରେ ଫଟୋ ଉଠାଇଥିଲେ ।

ମତଦାନ ପରେ ପ୍ରତିକ୍ରିୟା ରଖିଛନ୍ତି । ଚଳିତ ନିର୍ବାଚନରେ ଇତିହାସ ରଚିବ ବିଜେଡି । ଜଗନ୍ନାଥଙ୍କ ଆର୍ଶୀବାଦରୁ ଉଭୟ ଲୋକସଭା ଓ ବିଧାନସଭାରେ ବିଜେଡିର ବଡ ବିଜୟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାବାସୀ ଓ ମହାପ୍ରଭୁଙ୍କ ଆଶୀର୍ବାଦରେ ସ୍ଥିର ସରକାର କରିବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କୁ ମତ ସାବ୍ୟସ୍ତ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା