Masthead

ବ୍ରହ୍ମପୁର ଓ ନବରଙ୍ଗପୁରରେ ମୋଦି, କଳାହାଣ୍ଡିରେ ଭୋଟ ମାଗିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ । କଳାହାଣ୍ଡି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ଖଡ଼ିଆଳ ଓ ଭବାନୀପାଟଣାରେ ସେ ଦୁଇଟି ସାଧାରଣ ସଭାରେ ଯୋଗ ଦେବେ । ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦକ୍ଷିଣ ଓଡ଼ିଶାର ୪ଟି ସ୍ଥାନରେ ମାରାଥନ ନିର୍ବାଚନ ପ୍ରଚାର କରିଥିଲେ ।

ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ଭବାନୀପାଟଣାରେ ପହଞ୍ଚିବେ । ଏହାପରେ ଶ୍ରୀକ୍ରିଷ୍ଣାନଗର ପଡ଼ିଆରେ ଜନସଭା ସମ୍ବୋଧନ କରିବେ । ସେପଟେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ପାଇଁ ପ୍ରଚାର କରିବେ । ପ୍ରଧାନମନ୍ତ୍ରୀ ମୋଦି ଆଜି ବ୍ରହ୍ମପୁର କନିଷି ଓ ନବରଙ୍ଗପୁରରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ