Masthead

ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସୁସ୍ଥ

ବିହାର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ବର୍ତ୍ତମାନ ସେ ଚିକିତ୍ସିତ ହେଉଛନ୍ତି ।

ସୂଚନା ଅନୁଯାୟୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଡାକ୍ତରଙ୍କ ଟିମ ଲଗାତର ଭାବେ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ସ୍ବାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା